ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେବାର ଦେଖାଯିବ । ଭୁଲ୍ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ ପରିବାରରେ କଳହ ଲାଗିପାରେ। ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ ।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧