• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।

Sagittarius

ଧନୁ

Sunday 23 Mar 2025

ବିଦେଶରେ କାମ କରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ । ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ଭରି ରହିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି । ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ରହିବେ । ସ୍ୱଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି ।    
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :