ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮