• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Taurus

ବୃଷ

Tuesday 23 May 2023

କୃତିକା- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ

ରୋହିଣୀ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ

ମୃଗଶିରା- ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :