• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Aquarius

କୁମ୍ଭ

Tuesday 23 May 2023

ଧନିଷ୍ଠା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ

ଶତଭିଷା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ

ପୂ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :