• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Pisces

ମୀନ

Tuesday 23 May 2023

ପୂ, ଭାଦ୍ରପଦ- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ । ଛୋଟ ଆଖ ପାଖ ଗତିବିଧି ଉପରେ ନଜର ରଖନ୍ତୁ ।

ଉ, ଭାଦ୍ରପଦ- ଛୋଟ ଛୋଟ କଥାକୁ ନେଇ ପ୍ରେମି ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ଅସୁବିଧାରେ ପକାଇପାରେ ।

ରେବତୀ- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :