• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Gemini

ମିଥୁନ

Tuesday 23 May 2023

ମୃଗଶିରା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍

ଆଦ୍ରା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ

ପୁନର୍ବସୁ- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :