• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Cancer

କର୍କଟ

Tuesday 23 May 2023

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ

ପୁଷ୍ୟା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ଅଶ୍ଳେଷା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :