• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Leo

ସିଂହ

Tuesday 23 May 2023

ମଘା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ

ପୂ- ଫାଲ୍‌ଗୁନୀ- ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ଉ- ଫାଲ୍‌ଗୁନୀ- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :