• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Virgo

କନ୍ୟା

Tuesday 23 May 2023

ଉ- ଫାଲ୍‌ଗୁନୀ- ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ

ହସ୍ତା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ

ଚିତ୍ରା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :