• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Scorpio

ବିଛା

Tuesday 23 May 2023

ବିଶାଖା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ

ଅନୁରାଧା-– ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ

ଜ୍ୟୋଷ୍ଠା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :