• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Sagittarius

ଧନୁ

Tuesday 23 May 2023

ମୂଳା- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ

ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍ ହୋଇଯିବ । ନୂତନ କାର୍ଯ୍ୟ ଆରମ୍ଭ କରି, ତାହା ଶେଷ କରିବାରେ ସମର୍ଥ ହେବେ

ଉ, ଷାଢା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ

ପ୍ରତିକାର – ଶ୍ରୀ ବାମନଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :