• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ହଠାତ୍ ପ୍ରଚୁର ଧନଲାଭ ହୋଇପାରେ

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ମଙ୍ଗଳବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୪ର୍ଥୀ ରାତ୍ରି ୧୨.୫୮ ଗତେ ୫ମୀ,ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର ,ଘାତ ବାର – ମକର,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୨.୩୯ ଗତେ ୨ ପାଦ

Capricorn

ମକର

Tuesday 23 May 2023

ଉ, ଷାଢା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି

ଶ୍ରବଣା- ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ

ଧନିଷ୍ଠା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :