ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଚନ୍ଦ୍ର – ବୃଷ ଦିବା ୦୧.୧୩ ଗତେ ମିଥୁନ ,ତିଥି – ୪ର୍ଥୀ ଦିବା ୦୮.୨୫ ଗତେ ୫ମୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୧୩ ଗତେ କନ୍ୟା,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ମୃଗଶିରା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ ।
ଆଦ୍ରା- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ
ପୁନର୍ବସୁ- ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ ।
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫