ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଚନ୍ଦ୍ର – ବୃଷ ଦିବା ୦୧.୧୩ ଗତେ ମିଥୁନ ,ତିଥି – ୪ର୍ଥୀ ଦିବା ୦୮.୨୫ ଗତେ ୫ମୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୧୩ ଗତେ କନ୍ୟା,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ମଘା- ଦେହ ପିଡା ହେତୁ ସବୁ କାର୍ଯ୍ୟ ଅଧା ରହିବ । ପତୀପତ୍ନୀଙ୍କ ଭିତରେ ମନମାଳିନ୍ୟ ଦେଖାଦେବ । ବ୍ୟବସାୟରେ ଉଥନ-ପତନ ଲାଗି ରହିବ ।
ପୂ- ଫାଲ୍ଗୁନୀ- ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ । ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ ।
ଉ- ଫାଲ୍ଗୁନୀ- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । ଜମିରେ ଆଜି ନିବେଶ କରନ୍ତୁ ନାହିଁ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧