ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଚନ୍ଦ୍ର – ବୃଷ ଦିବା ୦୧.୧୩ ଗତେ ମିଥୁନ ,ତିଥି – ୪ର୍ଥୀ ଦିବା ୦୮.୨୫ ଗତେ ୫ମୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୧୩ ଗତେ କନ୍ୟା,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ଚିତ୍ରା- ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ପ୍ରେମିକା ପ୍ରେମିକ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ରହିବେ । କାର୍ଯ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ସ୍ୱାତୀ- ଉଚ୍ଚପଦସ୍ଥ ବ୍ୟକ୍ତି ସହ ମନୋମାଳିନ୍ୟ ଘଟିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ ।
ବିଶାଖା- ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬