ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଚନ୍ଦ୍ର – ବୃଷ ଦିବା ୦୧.୧୩ ଗତେ ମିଥୁନ ,ତିଥି – ୪ର୍ଥୀ ଦିବା ୦୮.୨୫ ଗତେ ୫ମୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୧୩ ଗତେ କନ୍ୟା,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ମୂଳା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହଯୋଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ
ପୂ, ଷାଢା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ
ଉ, ଷାଢା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନିତିରେ ମୂଖ୍ୟ ଭୂମିକା ଗ୍ରହଣ କରିବେ । ଆୟିନୀର ଦ୍ୱାରସ୍ଥ ହେବେ ।
ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩