ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ସୋମବାର । ଚନ୍ଦ୍ର – ବୃଷ ଦିବା ୦୧.୧୩ ଗତେ ମିଥୁନ ,ତିଥି – ୪ର୍ଥୀ ଦିବା ୦୮.୨୫ ଗତେ ୫ମୀ,ଘାତ ଚନ୍ଦ୍ର – ବିଛା ଦିବା ୦୧.୧୩ ଗତେ କନ୍ୟା,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
ଅଶ୍ୱନୀ- ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
ଦ୍ୱିଜା- ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ ।
କୃତିକା- କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡଯନ୍ତ୍ରର ଶିକାର ହୋଇ ପାରନ୍ତି
ପ୍ରତିକାର – ହନୁମାନଙ୍କର ଆରାଧନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯