• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Taurus

ବୃଷ

Wednesday 24 Apr 2024

କୃତିକା- ଅନ୍ୟ କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି ।  ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।  ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୌଖିନ ଦ୍ରବ୍ୟ ସଂଗ୍ରହ କରିବେ ।
ରୋହିଣୀ- ପରିବାର ସଦସ୍ୟଙ୍କ ସହିତ ଏକ  ତୀର୍ଥ  ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି ।
ମୃଗଶିରା- ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ ।  କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :