• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Aquarius

କୁମ୍ଭ

Wednesday 24 Apr 2024

ଧନିଷ୍ଠା- ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।  ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ ।
ଶତଭିଷା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ ।
ପୂ,ଭାଦ୍ରପଦ- ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।   
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :