• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Pisces

ମୀନ

Wednesday 24 Apr 2024

ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସଂପର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ ।
ଉ,ଭାଦ୍ରପଦ- ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରୀକ୍ଷାରେ କୃତକାଯ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ରେବତୀ- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :