• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Gemini

ମିଥୁନ

Wednesday 24 Apr 2024

ମୃଗଶିରା- ହଜମ ଜନିତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ ।  ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ ।  ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ ।
ଆଦ୍ରା- ପରିବାର ସଦସ୍ୟଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣା ହେବାରେ ସମୟ ଲାଗିପାରେ । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।
ପୁନର୍ବସୁ- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :