• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Leo

ସିଂହ

Wednesday 24 Apr 2024

ମଘା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସଂପର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ପୂ,ଫାଲଗୁନି- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ ।  ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ ।
ଉ,ଫାଲଗୁନି- ଛାତ୍ରଛାତ୍ରୀମାନଙ୍କୁ  ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ ।
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :