• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Virgo

କନ୍ୟା

Wednesday 24 Apr 2024

ଉ,ଫଳଗୁନି- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ ।
ହସ୍ତା- ପରିବାର ପ୍ରତି ଆପଣଙ୍କର ଦାୟିତ୍ୱ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।
ଚିତ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।  ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।
ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :