• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Libra

ତୁଳା

Wednesday 24 Apr 2024

ଚିତ୍ରା- ପାରିବାରରେ ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଭାଇଭଉଣୀମାନେ ଆପଣଙ୍କ ସହିତ ରହିବେ । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି ।
ସ୍ୱାତୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ବିଶାଖା- ନିର୍ଭରଯୋଗ୍ୟ ସୂତ୍ରରୁ କିଛି ଅର୍ଥ ପାଇବେ, ଯାହା ଆପଣଙ୍କର ଆର୍ଥିକ ଅସୁବିଧାକୁ ଦୂର କରିପାରେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :