• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Scorpio

ବିଛା

Wednesday 24 Apr 2024

ବିଶାଖା- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳୀରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ ।
ଜ୍ୟେଷ୍ଠା- ଏକାଡେମିକ୍ କାର୍ଯ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ ।  ଆୟର ଉତ୍ସ ବୃଦ୍ଧି ପାଇବା ଫଳରେ, ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । 
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :