• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Sagittarius

ଧନୁ

Wednesday 24 Apr 2024

ମୂଳା- ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।
ପୂ,ଷାଢା- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦସ୍ୟଙ୍କ ଆଗମନ ହୋଇପାରେ ।
ଉ,ଷାଢା- କିଛି ନୂତନ ଗୃହ, ଉପଯୋଗୀ ଭୂମି କ୍ରୟ କରିପାରନ୍ତି । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି
ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :