• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Capricorn

ମକର

Wednesday 24 Apr 2024

ଉ,ଷାଢା- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।
ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ଧନିଷ୍ଠା- କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ପ୍ରତିକାର – ମା ଶାରଳାଙ୍କ ଆରାଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :