• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

Sagittarius

ଧନୁ

Wednesday 24 Aug 2022

ମୂଳା – ହିସାବ, ନିକାଶ ପାଇଁ ସୁନ୍ଦର ଅବସର ପାଇ ପାରନ୍ତି ।

ପୂ , ଷାଢା – ସହକର୍ମୀଙ୍କ ଠାରୁ ପର୍ଯ୍ୟାପ୍ତ ସହଯୋଗ ପାଇବେ । 

ଉ , ଷାଢା – ଚିନ୍ତାଶୀଳ ବ୍ୟକ୍ତିଙ୍କ ମାଧ୍ୟମରେ କାର୍ଯ୍ୟ ସିଦ୍ଧ ହେବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ପ୍ରତିଦିନ ସକାଳୁ ସୂର୍ଯ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ ।