• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

Capricorn

ମକର

Wednesday 24 Aug 2022

ଉ , ଷାଢା -  ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେଇ ପାରେ ।

ଶ୍ରବଣା – ଚାକିରୀ ବୃତ୍ତିରେ ଶୃଙ୍ଖଳା ଦେଖାଦେଇ ପାରେ ।

ଧନିଷ୍ଠା – ଇଶ୍ୱରଙ୍କ ପ୍ରତି ଆସ୍ଥା ବଢିବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।