• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Aries

ମେଷ

Thursday 24 Aug 2023

ପୂ, ଭାଦ୍ରପଦ- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।  ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ
ଉ, ଭାଦ୍ରପଦ- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ 
ରେବତୀ- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :