• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Taurus

ବୃଷ

Thursday 24 Aug 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ
ରୋହିଣୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । 
ମୃଗଶିରା- ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପ୍ରାପ୍ତ ହେବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :