• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Aquarius

କୁମ୍ଭ

Thursday 24 Aug 2023

ଧନିଷ୍ଠା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ  
ଶତଭିଷା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ
ପୂ,  ଭାଦ୍ରପଦ- ବିଦ୍ୟାର୍ଥୀମାନେ ଗୁରୁଜନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ
 

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :