• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Gemini

ମିଥୁନ

Thursday 24 Aug 2023

ମୃଗଶିରା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ ।  ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । ନୂତନ ବ୍ୟବସାୟରେ ଉତ୍ତମ ରୋଜଗାର ହେବ ।
ଆଦ୍ରା- ପାରିବାରିକ ମାମଲାରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ
ପୁନର୍ବସୁ- ଗୃହପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ 

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :