• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Leo

ସିଂହ

Thursday 24 Aug 2023

ମଘା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବେପାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ 
ପୂ- ଫାଲ୍‌ଗୁନୀ- ଗମ୍ଭୀରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ ।
ଉ- ଫାଲ୍‌ଗୁନୀ- ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :