• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Virgo

କନ୍ୟା

Thursday 24 Aug 2023

ଉ- ଫାଲ୍‌ଗୁନୀ- ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ  ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ । ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି
ହସ୍ତା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ
ଚିତ୍ରା- ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ

ପ୍ରତିକାର -  ସର୍ବ କାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :