• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Libra

ତୁଳା

Thursday 24 Aug 2023

ଚିତ୍ରା- ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ସ୍ୱାସ୍ଥ୍ୟ  କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ
ସ୍ୱାତୀ- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି  କ୍ଷେତ୍ରରେ ମନ ଅସ୍ଥିରତା ରହିବ 
ବିଶାଖା- ମହିଳାମାନେ ଅନ୍ୟକୁ ସାହାଯ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :