• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Scorpio

ବିଛା

Thursday 24 Aug 2023

ବିଶାଖା- କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ 
ଅନୁରାଧା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ
ଜ୍ୟୋଷ୍ଠା- ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୌଣସି ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ । 

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :