• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Sagittarius

ଧନୁ

Thursday 24 Aug 2023

ମୂଳା- ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିସ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । 
ପୂ, ଷାଢା- ଆର୍ଥିକ ସହାୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ 
ଉ,  ଷାଢା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :