• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2023: ହଠାତ୍ କୌଣସି ଖବର ପାଇ ଆଶ୍ଚର୍ଯ୍ୟ ହେବେ, ଜମି କିଣିବାର ଯୋଗ ରହିଛି...

ସୌର ସିଂହମାସ ଶ୍ରାବଣ (ଶୁଦ୍ଦ ) ଶୁକ୍ଲ ପକ୍ଷ। ଇଂରାଜୀରେ ୨୪ ତାରିଖ, ଗୁରୁବାର।  ଚନ୍ଦ୍ର – ବିଛା ଅହୋରାତ୍ର ତିଥି -  ୮ମୀ ରାତ୍ରି ୦୩.୧୦ ଗତେ ୯ମୀ ଘାତ ଚନ୍ଦ୍ର – ନାସ୍ତି ଘାତବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳ କାଞନ ଦାନ ଦିବା ୦୯.୦୨

Capricorn

ମକର

Thursday 24 Aug 2023

ଉ, ଷାଢା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ଯୋଜନା କରିପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ
ଶ୍ରବଣା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନୋବଳକୁ ସୁଦୃଢ କରିବ  
ଧନିଷ୍ଠା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :