• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Saturday 24 Aug 2024

ପୂ,ଭାଦ୍ରପଦ- କୌଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ ।

ଉ,ଭାଦ୍ରପଦ- ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ନୂତନ ପ୍ରେମ ସମ୍ପର୍କରେ ବାନ୍ଧି ହେବା ପାଇଁ ଯାଉଛନ୍ତି ।

ରେବତୀ- କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବୈବାହିକ ଜୀବନରେ ସୁଖ ଶାନ୍ତିରେ କଟିବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁ ସହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :