• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Saturday 24 Aug 2024

ମୃଗଶିରା- ବଡ ବ୍ୟବସାୟ ଦଳରେ ସାମିଲ ହେବା ପାଇଁ ପ୍ରସ୍ତାବ ପାଇବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । କିଛି ପାରିବାରିକ କଥାକୁ ନେଇ ମନରେ ଅନ୍ତଦ୍ୱର୍ନ୍ଦ ସୃଷ୍ଟି ହୋଇପାରେ ।

ଆଦ୍ରା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦପବଦୀ ମିଳିବା ସହ ନୂଆ ସମ୍ପର୍କ ସୃଷ୍ଟି ହୋଇ ଜନ ସମାଜରେ ମାନ, ସମ୍ମାନ ବୃଦ୍ଧି ହେବା ଯୋଗେ ଆନନ୍ଦିତ ହେବେ । କର୍ମ କ୍ଷେତ୍ରରେ ସବୁକଥାକୁ ହାଲୁକା ଭାବରେ ଗ୍ରହଣ କଲେ କ୍ଷତିରେ ପଡିବେ ।

ପୁନର୍ବସୁ- କଳା, ସାହିତ୍ୟ, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି ।

ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :