• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Saturday 24 Aug 2024

ପୁନର୍ବସୁ- ଆଧାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ।

ପୁଷ୍ୟା- ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃ ଓ ବିରୋଧି ଅପଦସ୍ଥ ହେବେ । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।

ଅଶ୍ଲେଷା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ ।

ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :