• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Saturday 24 Aug 2024

ମଘା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ଆଜି ଦିନଟିରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ ।

ପୂ,ଫାଲଗୁନି- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

ଉ,ଫାଲଗୁନି- ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।

ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :