• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Saturday 24 Aug 2024

ଚିତ୍ରା- ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ । ପତି ପତ୍ନୀ ପରସ୍ପର ନିକଟତର ହେବେ ।

ସ୍ୱାତୀ- ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ବିଶାଖା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :