• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Saturday 24 Aug 2024

ଉ,ଫଳଗୁନି- ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ । ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ୍ୟ ବଢିପାରେ ।

ହସ୍ତା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିବେ ।

ଚିତ୍ରା- ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ । ଘର ପାଇଁ ନୂଆ ଆସବାବ କ୍ରୟ କରିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :