• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Saturday 24 Aug 2024

ବିଶାଖା- ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ ।

ଅନୁରାଧା- ନିର୍ମାଣ କାର୍ଯ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ ।

ଜ୍ୟେଷ୍ଠା- ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ଅଫିସରେ ସହକର୍ମୀ ମାନେ ପରାମର୍ଶ ଲୋଡିପାରନ୍ତି ।

ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :