• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Saturday 24 Aug 2024

ମୂଳା- ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କବିଙ୍କର କୌଣସି କବିତାରେ ପ୍ରଂଶସା ହୋଇପାରେ । ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।

ପୂ,ଷାଢା- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ । ଲୋକେ ଆପଣଙ୍କ ବ୍ୟକ୍ତିକୁ ପ୍ରେରଣା ଦେବେ ।

ଉ,ଷାଢା- ହଠାତ୍ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :