• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th August 2024: ଏହି ରାଶିର ବ୍ୟକ୍ତିଙ୍କର ଅଟକିଥିବା କାର୍ଯ୍ୟ ପୂରଣ ହେବ ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ଚନ୍ଦ୍ର- ମେଷ ଅହୋରାତ୍ର ତିଥି-୫ମୀ ପ୍ରାତଃ ୦୭.୫୨ ଗତେ ୬ଷ୍ଠୀ ନିଶାନ୍ତ ୦୫.୩୧ ଗତେ ୭ମୀ ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ- କୃଷିହାନି-ଭୂମିଦାନ ନିଶାନ୍ତ ୦୫.୩୧ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Saturday 24 Aug 2024

ଉ,ଷାଢା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।

ଶ୍ରବଣା- ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଅଫିସରେ କୌଣସି ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ ।

ଧନିଷ୍ଠା- ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :