• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th Dec 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ଆକସ୍ମିକ ଧନ ଲାଭ ହୋଇପାରେ

ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।

Taurus

ବୃଷ

Saturday 24 Dec 2022

କୃତିକା - ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ମାନସିକ କ୍ଳାନ୍ତି ଅନୁଭବ କରିବେ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ । ବାଣିଜ୍ୟରେ ଆତ୍ମବୃଦ୍ଧି ଓ ସଞୟ ହେବ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ । ଆପଣଙ୍କ ଆତ୍ମବିଶ୍ୱାସ ବଢିବ ।

ରୋହିଣୀ – ବ୍ୟବସାୟରେ କ୍ଷତି ଯୋଗୁ ମନରେ ଅଶାନ୍ତିରେ ରହିବ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନିତିରେ ବିଶ୍ୱାସୀ ଲୋକ ମାନେ ଧୋକା ଦେବେ । ଅନେକ ଗୁଡିଏ କାମ ଅଟକି ରହିଥିବାରୁ ଅନ୍ୟମନସ୍କ ରହିବେ

ମୃଗଶିରା – ଆକସ୍ମିକ ଧନ ଲାଭ ହୋଇପାରେ । ପରିିସି୍ଥତିିରେ ପଡି ଜମି ବିକ୍ରୟ କରିବେ । ମହିଳା ମାନେ ଆନନ୍ଦିତ ରହିବେ । କିଛି ଯାନ୍ତ୍ରିକ ଜିନିଷ ଉପକରଣ କ୍ରୟ କରିପାରନ୍ତି । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :